ମନ୍ଦିରରେ ଫଟୋ ଉଠାଇ ବିବାଦରେ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ
| | | |

 ମନ୍ଦିରରେ ଫଟୋ ଉଠାଇ ବିବାଦରେ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ

ଭୁବନେଶ୍ବର: ଲିଙ୍ଗରାଜ ମନ୍ଦିରରେ ଫଟୋ ଉଠାଇ ବିବାଦରେ ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ । ସୋମବାର ଭୁବନେଶ୍ୱରରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଆସିଥିବା ଶିଳ୍ପା ଲିଙ୍ଗରାଜ ମନ୍ଦିର ବେଢ଼ା ଭିତରେ ଉଠାଇଥିବା ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଲିଙ୍ଗରାଜ ମନ୍ଦିରକୁ ମୋବାଇଲ ବାରଣ କରାଯାଇଥିବା ବେଳେ ବଲିଉଡ ଷ୍ଟାର କିଭଳି ବେଢ଼ା ଭିତରକୁ ମୋବାଇଲ ନେଲେ ଆଉ ଫଟୋ ଉଠାଇଲେ ସେନେଇ ବିବାଦ ଉଠିଛି ।ଲିଙ୍ଗରାଜ ମନ୍ଦିର ଭିତରକୁ ଯିବା ବେଳେ ତାଙ୍କର ଯାଞ୍ଚ ହୋଇନଥିଲା…

ସୁନନ୍ଦା ଦାସ ବିଜେଡି ଛାଡିଲେ
| | | | | | |

ସୁନନ୍ଦା ଦାସ ବିଜେଡି ଛାଡିଲେ

ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ ବିଜେଡିକୁ ବାଏ ବାଏ କରିଛନ୍ତି । ଅଣଦେଖା କାରଣରୁ ବିଜେଡି ଛାଡ଼ିଥିବା ନେଇ କହିଲେ ସୁନନ୍ଦା । 

ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ଗାଇଡ଼ଲାଇନ
| | | | | | | | |

ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ଗାଇଡ଼ଲାଇନ

ଦୀପାବଳିକୁ ନେଇ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ଗାଇଡ଼ଲାଇନ । ସନ୍ଧ୍ୟା 7ଟା ରୁ 9 ଟା ଭିତରେ ବାଣ ଫୁଟାଇବାକୁ ଅନୁମତି । ୧୨୫ ଡେସିବେଲରୁ ଅଧିକ ମାତ୍ରାର ଶବ୍ଦ ସୃଷ୍ଟି କରୁଥିବା ବାଣ ବ୍ୟବହାର ଉପରେ କଟକଣା ଜାରି କରାଯାଇଛି ।