| | | |

 ମନ୍ଦିରରେ ଫଟୋ ଉଠାଇ ବିବାଦରେ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ

Spread the love

ଭୁବନେଶ୍ବର: ଲିଙ୍ଗରାଜ ମନ୍ଦିରରେ ଫଟୋ ଉଠାଇ ବିବାଦରେ ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ । ସୋମବାର ଭୁବନେଶ୍ୱରରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଆସିଥିବା ଶିଳ୍ପା ଲିଙ୍ଗରାଜ ମନ୍ଦିର ବେଢ଼ା ଭିତରେ ଉଠାଇଥିବା ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଲିଙ୍ଗରାଜ ମନ୍ଦିରକୁ ମୋବାଇଲ ବାରଣ କରାଯାଇଥିବା ବେଳେ ବଲିଉଡ ଷ୍ଟାର କିଭଳି ବେଢ଼ା ଭିତରକୁ ମୋବାଇଲ ନେଲେ ଆଉ ଫଟୋ ଉଠାଇଲେ ସେନେଇ ବିବାଦ ଉଠିଛି ।ଲିଙ୍ଗରାଜ ମନ୍ଦିର ଭିତରକୁ ଯିବା ବେଳେ ତାଙ୍କର ଯାଞ୍ଚ ହୋଇନଥିଲା କି। ନା ସେଲିବ୍ରିଟିଙ୍କ ପାଇଁ ଅଲଗା ନିୟମ ।

Similar Posts

Leave a Reply

Your email address will not be published. Required fields are marked *